Text copied!
Bibles in Odia

ଗୀତସଂହିତା 119:168-171 in Odia

Help us?

ଗୀତସଂହିତା 119:168-171 in ଓଡିଆ ବାଇବେଲ

168 ମୁଁ ତୁମ୍ଭର ବିଧାନ ଓ ପ୍ରମାଣ-ବାକ୍ୟସବୁ ମାନିଅଛି। କାରଣ ମୋହର ସବୁ ଗତି ତୁମ୍ଭ ସମ୍ମୁଖରେ ଅଛି।
169 ତୌ। ହେ ସଦାପ୍ରଭୁ, ମୋହର କାକୂକ୍ତି ତୁମ୍ଭ ନିକଟରେ ଉପସ୍ଥିତ ହେଉ; ତୁମ୍ଭ ବାକ୍ୟାନୁସାରେ ମୋତେ ବୁଦ୍ଧି ପ୍ରଦାନ କର।
170 ମୋ’ ନିବେଦନ ତୁମ୍ଭ ସମ୍ମୁଖରେ ଉପସ୍ଥିତ ହେଉ; ତୁମ୍ଭ ବାକ୍ୟାନୁସାରେ ମୋତେ ଉଦ୍ଧାର କର।
171 ମୋହର ଓଷ୍ଠାଧର ପ୍ରଶଂସା ଉଚ୍ଚାରଣ କରୁ; କାରଣ ତୁମ୍ଭେ ଆପଣା ବିଧି ମୋତେ ଶିଖାଉଅଛ।
ଗୀତସଂହିତା 119 in ଓଡିଆ ବାଇବେଲ