Text copied!
Bibles in Odia

ଗୀତସଂହିତା 119:170-176 in Odia

Help us?

ଗୀତସଂହିତା 119:170-176 in ଓଡିଆ ବାଇବେଲ

170 ମୋ’ ନିବେଦନ ତୁମ୍ଭ ସମ୍ମୁଖରେ ଉପସ୍ଥିତ ହେଉ; ତୁମ୍ଭ ବାକ୍ୟାନୁସାରେ ମୋତେ ଉଦ୍ଧାର କର।
171 ମୋହର ଓଷ୍ଠାଧର ପ୍ରଶଂସା ଉଚ୍ଚାରଣ କରୁ; କାରଣ ତୁମ୍ଭେ ଆପଣା ବିଧି ମୋତେ ଶିଖାଉଅଛ।
172 ମୋ’ ଜିହ୍ୱା ତୁମ୍ଭ ବାକ୍ୟ ବିଷୟ କୀର୍ତ୍ତନ କରୁ; କାରଣ ତୁମ୍ଭର ଆଜ୍ଞାସକଳ ଧର୍ମମୟ।
173 ମୋହର ସାହାଯ୍ୟାର୍ଥେ ତୁମ୍ଭର ହସ୍ତ ପ୍ରସ୍ତୁତ ହେଉ, କାରଣ ମୁଁ ତୁମ୍ଭର ବିଧାନସବୁ ମନୋନୀତ କରିଅଛି।
174 ହେ ସଦାପ୍ରଭୁ, ମୁଁ ତୁମ୍ଭ ପରିତ୍ରାଣର ଆକାଂକ୍ଷା କରିଅଛି; ପୁଣି, ତୁମ୍ଭର ବ୍ୟବସ୍ଥା ମୋହର ଆହ୍ଲାଦଜନକ।
175 ମୋତେ ଜୀବିତ ରଖ, ତହିଁରେ ମୁଁ ତୁମ୍ଭର ପ୍ରଶଂସା କରିବ ଓ ତୁମ୍ଭର ଶାସନସକଳ ମୋହର ସାହାଯ୍ୟ କରୁ।
176 ମୁଁ ହଜାମେଷ ପରି ବିପଥଗାମୀ ହୋଇଅଛି; ଆପଣା ଦାସକୁ ଖୋଜ; କାରଣ ମୁଁ ତୁମ୍ଭ ଆଜ୍ଞାସକଳ ପାସୋରୁ ନାହିଁ।
ଗୀତସଂହିତା 119 in ଓଡିଆ ବାଇବେଲ