Text copied!
Bibles in Odia

ଗୀତସଂହିତା 119:33-36 in Odia

Help us?

ଗୀତସଂହିତା 119:33-36 in ଓଡିଆ ବାଇବେଲ

33 ହେ। ହେ ସଦାପ୍ରଭୁ, ତୁମ୍ଭର ବିଧିରୂପ ପଥ ମୋତେ ଶିଖାଅ; ତହିଁରେ ମୁଁ ଶେଷ ପର୍ଯ୍ୟନ୍ତ ତାହା ପାଳନ କରିବି।
34 ମୋତେ ବୁଦ୍ଧି ପ୍ରଦାନ କର, ତହିଁରେ ମୁଁ ତୁମ୍ଭର ବ୍ୟବସ୍ଥା ମାନିବି; ଆହୁରି, ମୁଁ ଆପଣା ସର୍ବାନ୍ତଃକରଣରେ ତାହା ପାଳନ କରିବି।
35 ତୁମ୍ଭ ଆଜ୍ଞା-ପଥରେ ମୋତେ ଗମନ କରାଅ; କାରଣ ତହିଁରେ ମୁଁ ଆନନ୍ଦ କରେ।
36 ଲୋଭ ପ୍ରତି ନୁହେଁ, ମାତ୍ର ତୁମ୍ଭ ପ୍ରମାଣ-ବାକ୍ୟ ପ୍ରତି ମୋ’ ଚିତ୍ତର ସ୍ନେହ ଜନ୍ମାଅ।
ଗୀତସଂହିତା 119 in ଓଡିଆ ବାଇବେଲ