Text copied!
CopyCompare
ଓଡିଆ ବାଇବେଲ - ଗୀତସଂହିତା - ଗୀତସଂହିତା 119

ଗୀତସଂହିତା 119:34-35

Help us?
Click on verse(s) to share them!
34ମୋତେ ବୁଦ୍ଧି ପ୍ରଦାନ କର, ତହିଁରେ ମୁଁ ତୁମ୍ଭର ବ୍ୟବସ୍ଥା ମାନିବି; ଆହୁରି, ମୁଁ ଆପଣା ସର୍ବାନ୍ତଃକରଣରେ ତାହା ପାଳନ କରିବି।
35ତୁମ୍ଭ ଆଜ୍ଞା-ପଥରେ ମୋତେ ଗମନ କରାଅ; କାରଣ ତହିଁରେ ମୁଁ ଆନନ୍ଦ କରେ।

Read ଗୀତସଂହିତା 119ଗୀତସଂହିତା 119
Compare ଗୀତସଂହିତା 119:34-35ଗୀତସଂହିତା 119:34-35