Text copied!
CopyCompare
ଓଡିଆ ବାଇବେଲ - ଗୀତସଂହିତା - ଗୀତସଂହିତା 119

ଗୀତସଂହିତା 119:44-45

Help us?
Click on verse(s) to share them!
44ତହିଁରେ ମୁଁ ଅନନ୍ତକାଳ ପର୍ଯ୍ୟନ୍ତ ନିରନ୍ତର ତୁମ୍ଭର ବ୍ୟବସ୍ଥା ପାଳନ କରିବି।
45ଆଉ, ମୁଁ ସ୍ୱଚ୍ଛନ୍ଦରେ ଗମନାଗମନ କରିବି; କାରଣ ମୁଁ ତୁମ୍ଭର ବିଧାନସବୁ ଖୋଜିଅଛି।

Read ଗୀତସଂହିତା 119ଗୀତସଂହିତା 119
Compare ଗୀତସଂହିତା 119:44-45ଗୀତସଂହିତା 119:44-45