Text copied!
CopyCompare
ଓଡିଆ ବାଇବେଲ - ଗୀତସଂହିତା - ଗୀତସଂହିତା 119

ଗୀତସଂହିତା 119:46-50

Help us?
Click on verse(s) to share them!
46ଆହୁରି, ମୁଁ ରାଜାମାନଙ୍କ ସାକ୍ଷାତରେ ତୁମ୍ଭର ପ୍ରମାଣ-ବାକ୍ୟ ବିଷୟ କହିବି ଓ ଲଜ୍ଜିତ ନୋହିବି।
47ପୁଣି, ମୁଁ ତୁମ୍ଭର ଯେଉଁ ଆଜ୍ଞାସମୂହ ସ୍ନେହ କରିଅଛି, ତହିଁରେ ଆପଣାକୁ ଆନନ୍ଦିତ କରିବି।
48ଆହୁରି, ମୁଁ ତୁମ୍ଭର ଯେଉଁ ଆଜ୍ଞାସମୂହ ସ୍ନେହ କରିଅଛି, ତହିଁ ନିକଟରେ କୃତାଞ୍ଜଳି ହେବି; ପୁଣି, ମୁଁ ତୁମ୍ଭର ବିଧିସବୁ ଧ୍ୟାନ କରିବି।
49ସୟିନ୍‍। ତୁମ୍ଭେ ମୋତେ ଭରସାଯୁକ୍ତ କରିଅଛ, ଏଣୁ ତୁମ୍ଭେ ଆପଣା ଦାସ ପକ୍ଷରେ ବାକ୍ୟ ସ୍ମରଣ କର।
50ଦୁଃଖ ସମୟରେ ଏହା ହିଁ ମୋହର ସାନ୍ତ୍ୱନା; କାରଣ ତୁମ୍ଭର ବାକ୍ୟ ମୋତେ ସଚେତ କରିଅଛି।

Read ଗୀତସଂହିତା 119ଗୀତସଂହିତା 119
Compare ଗୀତସଂହିତା 119:46-50ଗୀତସଂହିତା 119:46-50