Text copied!
Bibles in Odia

ଗୀତସଂହିତା 119:46-50 in Odia

Help us?

ଗୀତସଂହିତା 119:46-50 in ଓଡିଆ ବାଇବେଲ

46 ଆହୁରି, ମୁଁ ରାଜାମାନଙ୍କ ସାକ୍ଷାତରେ ତୁମ୍ଭର ପ୍ରମାଣ-ବାକ୍ୟ ବିଷୟ କହିବି ଓ ଲଜ୍ଜିତ ନୋହିବି।
47 ପୁଣି, ମୁଁ ତୁମ୍ଭର ଯେଉଁ ଆଜ୍ଞାସମୂହ ସ୍ନେହ କରିଅଛି, ତହିଁରେ ଆପଣାକୁ ଆନନ୍ଦିତ କରିବି।
48 ଆହୁରି, ମୁଁ ତୁମ୍ଭର ଯେଉଁ ଆଜ୍ଞାସମୂହ ସ୍ନେହ କରିଅଛି, ତହିଁ ନିକଟରେ କୃତାଞ୍ଜଳି ହେବି; ପୁଣି, ମୁଁ ତୁମ୍ଭର ବିଧିସବୁ ଧ୍ୟାନ କରିବି।
49 ସୟିନ୍‍। ତୁମ୍ଭେ ମୋତେ ଭରସାଯୁକ୍ତ କରିଅଛ, ଏଣୁ ତୁମ୍ଭେ ଆପଣା ଦାସ ପକ୍ଷରେ ବାକ୍ୟ ସ୍ମରଣ କର।
50 ଦୁଃଖ ସମୟରେ ଏହା ହିଁ ମୋହର ସାନ୍ତ୍ୱନା; କାରଣ ତୁମ୍ଭର ବାକ୍ୟ ମୋତେ ସଚେତ କରିଅଛି।
ଗୀତସଂହିତା 119 in ଓଡିଆ ବାଇବେଲ