Text copied!
CopyCompare
ଓଡିଆ ବାଇବେଲ - ଗୀତସଂହିତା - ଗୀତସଂହିତା 119

ଗୀତସଂହିତା 119:47-48

Help us?
Click on verse(s) to share them!
47ପୁଣି, ମୁଁ ତୁମ୍ଭର ଯେଉଁ ଆଜ୍ଞାସମୂହ ସ୍ନେହ କରିଅଛି, ତହିଁରେ ଆପଣାକୁ ଆନନ୍ଦିତ କରିବି।
48ଆହୁରି, ମୁଁ ତୁମ୍ଭର ଯେଉଁ ଆଜ୍ଞାସମୂହ ସ୍ନେହ କରିଅଛି, ତହିଁ ନିକଟରେ କୃତାଞ୍ଜଳି ହେବି; ପୁଣି, ମୁଁ ତୁମ୍ଭର ବିଧିସବୁ ଧ୍ୟାନ କରିବି।

Read ଗୀତସଂହିତା 119ଗୀତସଂହିତା 119
Compare ଗୀତସଂହିତା 119:47-48ଗୀତସଂହିତା 119:47-48