Text copied!
CopyCompare
ଓଡିଆ ବାଇବେଲ - ଗୀତସଂହିତା - ଗୀତସଂହିତା 119

ଗୀତସଂହିତା 119:50-54

Help us?
Click on verse(s) to share them!
50ଦୁଃଖ ସମୟରେ ଏହା ହିଁ ମୋହର ସାନ୍ତ୍ୱନା; କାରଣ ତୁମ୍ଭର ବାକ୍ୟ ମୋତେ ସଚେତ କରିଅଛି।
51ଅହଙ୍କାରୀମାନେ ମୋତେ ଅତିଶୟ ପରିହାସ କରିଅଛନ୍ତି, ତଥାପି ମୁଁ ତୁମ୍ଭ ବ୍ୟବସ୍ଥାରୁ ବିମୁଖ ହୋଇ ନାହିଁ।
52ହେ ସଦାପ୍ରଭୁ, ମୁଁ ପୂର୍ବକାଳୀନ ତୁମ୍ଭ ଶାସନସବୁ ସ୍ମରଣ କରି ଆପଣାକୁ ସାନ୍ତ୍ୱନାଯୁକ୍ତ କରିଅଛି।
53ଦୁଷ୍ଟମାନେ ତୁମ୍ଭ ବ୍ୟବସ୍ଥା ପରିତ୍ୟାଗ କରିବାରୁ ପ୍ରଚଣ୍ଡ କ୍ରୋଧ ମୋତେ ଆକ୍ରମଣ କରିଅଛି।
54ମୋ’ ପ୍ରବାସ-ଗୃହରେ ତୁମ୍ଭର ବିଧିସବୁ ମୋହର ଗାୟନ ହୋଇଅଛି।

Read ଗୀତସଂହିତା 119ଗୀତସଂହିତା 119
Compare ଗୀତସଂହିତା 119:50-54ଗୀତସଂହିତା 119:50-54