Text copied!
Bibles in Odia

ଗୀତସଂହିତା 119:50-54 in Odia

Help us?

ଗୀତସଂହିତା 119:50-54 in ଓଡିଆ ବାଇବେଲ

50 ଦୁଃଖ ସମୟରେ ଏହା ହିଁ ମୋହର ସାନ୍ତ୍ୱନା; କାରଣ ତୁମ୍ଭର ବାକ୍ୟ ମୋତେ ସଚେତ କରିଅଛି।
51 ଅହଙ୍କାରୀମାନେ ମୋତେ ଅତିଶୟ ପରିହାସ କରିଅଛନ୍ତି, ତଥାପି ମୁଁ ତୁମ୍ଭ ବ୍ୟବସ୍ଥାରୁ ବିମୁଖ ହୋଇ ନାହିଁ।
52 ହେ ସଦାପ୍ରଭୁ, ମୁଁ ପୂର୍ବକାଳୀନ ତୁମ୍ଭ ଶାସନସବୁ ସ୍ମରଣ କରି ଆପଣାକୁ ସାନ୍ତ୍ୱନାଯୁକ୍ତ କରିଅଛି।
53 ଦୁଷ୍ଟମାନେ ତୁମ୍ଭ ବ୍ୟବସ୍ଥା ପରିତ୍ୟାଗ କରିବାରୁ ପ୍ରଚଣ୍ଡ କ୍ରୋଧ ମୋତେ ଆକ୍ରମଣ କରିଅଛି।
54 ମୋ’ ପ୍ରବାସ-ଗୃହରେ ତୁମ୍ଭର ବିଧିସବୁ ମୋହର ଗାୟନ ହୋଇଅଛି।
ଗୀତସଂହିତା 119 in ଓଡିଆ ବାଇବେଲ