Text copied!
CopyCompare
ଓଡିଆ ବାଇବେଲ - ଗୀତସଂହିତା - ଗୀତସଂହିତା 119

ଗୀତସଂହିତା 119:53-58

Help us?
Click on verse(s) to share them!
53ଦୁଷ୍ଟମାନେ ତୁମ୍ଭ ବ୍ୟବସ୍ଥା ପରିତ୍ୟାଗ କରିବାରୁ ପ୍ରଚଣ୍ଡ କ୍ରୋଧ ମୋତେ ଆକ୍ରମଣ କରିଅଛି।
54ମୋ’ ପ୍ରବାସ-ଗୃହରେ ତୁମ୍ଭର ବିଧିସବୁ ମୋହର ଗାୟନ ହୋଇଅଛି।
55ହେ ସଦାପ୍ରଭୁ, ମୁଁ ରାତ୍ରିକାଳରେ ତୁମ୍ଭର ନାମ ସ୍ମରଣ କରିଅଛି ଓ ତୁମ୍ଭର ବ୍ୟବସ୍ଥା ପାଳନ କରିଅଛି।
56ତୁମ୍ଭର ବିଧାନସବୁ ପାଳନ କରିବା ସକାଶୁ ମୁଁ ଏହି ଫଳ ପ୍ରାପ୍ତ ହୋଇଅଛି।
57ହେତ୍‍। ସଦାପ୍ରଭୁ ମୋହର ଅଂଶ; ମୁଁ ତୁମ୍ଭର ବାକ୍ୟସବୁ ପାଳନ କରିବି ବୋଲି କହିଅଛି।
58ମୁଁ ସର୍ବାନ୍ତଃକରଣରେ ତୁମ୍ଭର ଅନୁଗ୍ରହ ପ୍ରାର୍ଥନା କଲି; ଆପଣା ବାକ୍ୟାନୁସାରେ ମୋ’ ପ୍ରତି ଦୟାଳୁ ହୁଅ।

Read ଗୀତସଂହିତା 119ଗୀତସଂହିତା 119
Compare ଗୀତସଂହିତା 119:53-58ଗୀତସଂହିତା 119:53-58