Text copied!
Bibles in Odia

ଗୀତସଂହିତା 119:53-58 in Odia

Help us?

ଗୀତସଂହିତା 119:53-58 in ଓଡିଆ ବାଇବେଲ

53 ଦୁଷ୍ଟମାନେ ତୁମ୍ଭ ବ୍ୟବସ୍ଥା ପରିତ୍ୟାଗ କରିବାରୁ ପ୍ରଚଣ୍ଡ କ୍ରୋଧ ମୋତେ ଆକ୍ରମଣ କରିଅଛି।
54 ମୋ’ ପ୍ରବାସ-ଗୃହରେ ତୁମ୍ଭର ବିଧିସବୁ ମୋହର ଗାୟନ ହୋଇଅଛି।
55 ହେ ସଦାପ୍ରଭୁ, ମୁଁ ରାତ୍ରିକାଳରେ ତୁମ୍ଭର ନାମ ସ୍ମରଣ କରିଅଛି ଓ ତୁମ୍ଭର ବ୍ୟବସ୍ଥା ପାଳନ କରିଅଛି।
56 ତୁମ୍ଭର ବିଧାନସବୁ ପାଳନ କରିବା ସକାଶୁ ମୁଁ ଏହି ଫଳ ପ୍ରାପ୍ତ ହୋଇଅଛି।
57 ହେତ୍‍। ସଦାପ୍ରଭୁ ମୋହର ଅଂଶ; ମୁଁ ତୁମ୍ଭର ବାକ୍ୟସବୁ ପାଳନ କରିବି ବୋଲି କହିଅଛି।
58 ମୁଁ ସର୍ବାନ୍ତଃକରଣରେ ତୁମ୍ଭର ଅନୁଗ୍ରହ ପ୍ରାର୍ଥନା କଲି; ଆପଣା ବାକ୍ୟାନୁସାରେ ମୋ’ ପ୍ରତି ଦୟାଳୁ ହୁଅ।
ଗୀତସଂହିତା 119 in ଓଡିଆ ବାଇବେଲ