Text copied!
CopyCompare
ଓଡିଆ ବାଇବେଲ - ଗୀତସଂହିତା - ଗୀତସଂହିତା 119

ଗୀତସଂହିତା 119:54-56

Help us?
Click on verse(s) to share them!
54ମୋ’ ପ୍ରବାସ-ଗୃହରେ ତୁମ୍ଭର ବିଧିସବୁ ମୋହର ଗାୟନ ହୋଇଅଛି।
55ହେ ସଦାପ୍ରଭୁ, ମୁଁ ରାତ୍ରିକାଳରେ ତୁମ୍ଭର ନାମ ସ୍ମରଣ କରିଅଛି ଓ ତୁମ୍ଭର ବ୍ୟବସ୍ଥା ପାଳନ କରିଅଛି।
56ତୁମ୍ଭର ବିଧାନସବୁ ପାଳନ କରିବା ସକାଶୁ ମୁଁ ଏହି ଫଳ ପ୍ରାପ୍ତ ହୋଇଅଛି।

Read ଗୀତସଂହିତା 119ଗୀତସଂହିତା 119
Compare ଗୀତସଂହିତା 119:54-56ଗୀତସଂହିତା 119:54-56