Text copied!
CopyCompare
ଓଡିଆ ବାଇବେଲ - ଗୀତସଂହିତା - ଗୀତସଂହିତା 119

ଗୀତସଂହିତା 119:57-59

Help us?
Click on verse(s) to share them!
57ହେତ୍‍। ସଦାପ୍ରଭୁ ମୋହର ଅଂଶ; ମୁଁ ତୁମ୍ଭର ବାକ୍ୟସବୁ ପାଳନ କରିବି ବୋଲି କହିଅଛି।
58ମୁଁ ସର୍ବାନ୍ତଃକରଣରେ ତୁମ୍ଭର ଅନୁଗ୍ରହ ପ୍ରାର୍ଥନା କଲି; ଆପଣା ବାକ୍ୟାନୁସାରେ ମୋ’ ପ୍ରତି ଦୟାଳୁ ହୁଅ।
59ମୁଁ ଆପଣା ଗତିସବୁ ବିବେଚନା କଲି ଓ ତୁମ୍ଭ ପ୍ରମାଣ-ବାକ୍ୟ ଆଡ଼େ ଆପଣା ପାଦ ଫେରାଇଲି।

Read ଗୀତସଂହିତା 119ଗୀତସଂହିତା 119
Compare ଗୀତସଂହିତା 119:57-59ଗୀତସଂହିତା 119:57-59