Text copied!
Bibles in Odia

ଗୀତସଂହିତା 119:57-59 in Odia

Help us?

ଗୀତସଂହିତା 119:57-59 in ଓଡିଆ ବାଇବେଲ

57 ହେତ୍‍। ସଦାପ୍ରଭୁ ମୋହର ଅଂଶ; ମୁଁ ତୁମ୍ଭର ବାକ୍ୟସବୁ ପାଳନ କରିବି ବୋଲି କହିଅଛି।
58 ମୁଁ ସର୍ବାନ୍ତଃକରଣରେ ତୁମ୍ଭର ଅନୁଗ୍ରହ ପ୍ରାର୍ଥନା କଲି; ଆପଣା ବାକ୍ୟାନୁସାରେ ମୋ’ ପ୍ରତି ଦୟାଳୁ ହୁଅ।
59 ମୁଁ ଆପଣା ଗତିସବୁ ବିବେଚନା କଲି ଓ ତୁମ୍ଭ ପ୍ରମାଣ-ବାକ୍ୟ ଆଡ଼େ ଆପଣା ପାଦ ଫେରାଇଲି।
ଗୀତସଂହିତା 119 in ଓଡିଆ ବାଇବେଲ