Text copied!
CopyCompare
ଓଡିଆ ବାଇବେଲ - ଗୀତସଂହିତା - ଗୀତସଂହିତା 119

ଗୀତସଂହିତା 119:59-64

Help us?
Click on verse(s) to share them!
59ମୁଁ ଆପଣା ଗତିସବୁ ବିବେଚନା କଲି ଓ ତୁମ୍ଭ ପ୍ରମାଣ-ବାକ୍ୟ ଆଡ଼େ ଆପଣା ପାଦ ଫେରାଇଲି।
60ତୁମ୍ଭର ଆଜ୍ଞାସବୁ ପାଳିବାକୁ ସତ୍ୱର ହେଲି ଓ ବିଳମ୍ବ କଲି ନାହିଁ।
61ଦୁଷ୍ଟମାନଙ୍କର ରଜ୍ଜୁ ମୋ’ ଚାରିଆଡ଼େ ଜଡ଼ିତ ହେଲା; ମାତ୍ର ମୁଁ ତୁମ୍ଭର ବ୍ୟବସ୍ଥା ପାସୋରି ନାହିଁ।
62ତୁମ୍ଭର ଧର୍ମମୟ ଶାସନ ସକାଶୁ ତୁମ୍ଭଙ୍କୁ ଧନ୍ୟବାଦ ଦେବା ପାଇଁ ମୁଁ ଅର୍ଦ୍ଧରାତ୍ରରେ ଉଠିବି।
63ଯେଉଁମାନେ ତୁମ୍ଭଙ୍କୁ ଭୟ କରନ୍ତି ଓ ତୁମ୍ଭ ବିଧାନସବୁ ପାଳନ୍ତି, ମୁଁ ସେହି ସମସ୍ତଙ୍କର ସଙ୍ଗୀ।
64ହେ ସଦାପ୍ରଭୁ, ପୃଥିବୀ ତୁମ୍ଭ ଦୟାରେ ପରିପୂର୍ଣ୍ଣ; ତୁମ୍ଭ ବିଧିସବୁ ମୋତେ ଶିଖାଅ।

Read ଗୀତସଂହିତା 119ଗୀତସଂହିତା 119
Compare ଗୀତସଂହିତା 119:59-64ଗୀତସଂହିତା 119:59-64