Text copied!
CopyCompare
ଓଡିଆ ବାଇବେଲ - ଗୀତସଂହିତା - ଗୀତସଂହିତା 119

ଗୀତସଂହିତା 119:65-66

Help us?
Click on verse(s) to share them!
65ଟେଟ୍‍। ହେ ସଦାପ୍ରଭୁ, ତୁମ୍ଭେ ଆପଣା ବାକ୍ୟାନୁସାରେ ନିଜ ଦାସ ପ୍ରତି ମଙ୍ଗଳ ବ୍ୟବହାର କରିଅଛ।
66ମୋତେ ଉତ୍ତମ ବିଚାର ଓ ଜ୍ଞାନ ଶିଖାଅ। କାରଣ ମୁଁ ତୁମ୍ଭ ଆଜ୍ଞାସମୂହରେ ବିଶ୍ୱାସ କରିଅଛି।

Read ଗୀତସଂହିତା 119ଗୀତସଂହିତା 119
Compare ଗୀତସଂହିତା 119:65-66ଗୀତସଂହିତା 119:65-66