Text copied!
CopyCompare
ଓଡିଆ ବାଇବେଲ - ଗୀତସଂହିତା - ଗୀତସଂହିତା 119

ଗୀତସଂହିତା 119:66-68

Help us?
Click on verse(s) to share them!
66ମୋତେ ଉତ୍ତମ ବିଚାର ଓ ଜ୍ଞାନ ଶିଖାଅ। କାରଣ ମୁଁ ତୁମ୍ଭ ଆଜ୍ଞାସମୂହରେ ବିଶ୍ୱାସ କରିଅଛି।
67ଦୁଃଖଗ୍ରସ୍ତ ହେବା ପୂର୍ବରେ ମୁଁ ବିପଥରେ ଗଲି; ମାତ୍ର ଏବେ ମୁଁ ତୁମ୍ଭ ବାକ୍ୟ ପାଳନ କରେ।
68ତୁମ୍ଭେ ମଙ୍ଗଳମୟ ଓ ମଙ୍ଗଳକାରୀ; ମୋତେ ତୁମ୍ଭ ବିଧିସବୁ ଶିଖାଅ।

Read ଗୀତସଂହିତା 119ଗୀତସଂହିତା 119
Compare ଗୀତସଂହିତା 119:66-68ଗୀତସଂହିତା 119:66-68