Text copied!
CopyCompare
ଓଡିଆ ବାଇବେଲ - ଗୀତସଂହିତା - ଗୀତସଂହିତା 119

ଗୀତସଂହିତା 119:67-71

Help us?
Click on verse(s) to share them!
67ଦୁଃଖଗ୍ରସ୍ତ ହେବା ପୂର୍ବରେ ମୁଁ ବିପଥରେ ଗଲି; ମାତ୍ର ଏବେ ମୁଁ ତୁମ୍ଭ ବାକ୍ୟ ପାଳନ କରେ।
68ତୁମ୍ଭେ ମଙ୍ଗଳମୟ ଓ ମଙ୍ଗଳକାରୀ; ମୋତେ ତୁମ୍ଭ ବିଧିସବୁ ଶିଖାଅ।
69ଅହଙ୍କାରୀମାନେ ମୋ’ ବିରୁଦ୍ଧରେ ମିଥ୍ୟାକଥା କଳ୍ପନା କରିଅଛନ୍ତି; ମୁଁ ସର୍ବାନ୍ତଃକରଣରେ ତୁମ୍ଭର ବିଧାନସବୁ ପାଳନ କରିବି।
70ସେମାନଙ୍କ ଅନ୍ତଃକରଣ ମେଦ ପରି ସ୍ଥୂଳ ମାତ୍ର ମୁଁ ତୁମ୍ଭ ବ୍ୟବସ୍ଥାରେ ଆମୋଦ କରେ।
71ମୁଁ ଯେପରି ତୁମ୍ଭର ବିଧିସବୁ ଶିଖିବି, ଏଥିପାଇଁ ମୁଁ ଯେ ଦୁଃଖଗ୍ରସ୍ତ ହେଲି, ଏହା ମୋ’ ପକ୍ଷରେ ଭଲ ହେଲା।

Read ଗୀତସଂହିତା 119ଗୀତସଂହିତା 119
Compare ଗୀତସଂହିତା 119:67-71ଗୀତସଂହିତା 119:67-71