Text copied!
CopyCompare
ଓଡିଆ ବାଇବେଲ - ଗୀତସଂହିତା - ଗୀତସଂହିତା 119

ଗୀତସଂହିତା 119:80-83

Help us?
Click on verse(s) to share them!
80ମୁଁ ଯେପରି ଲଜ୍ଜିତ ନୋହିବି, ଏଥିପାଇଁ ତୁମ୍ଭ ବିଧିସବୁରେ ମୋ’ ଅନ୍ତଃକରଣ ସିଦ୍ଧ ହେଉ।
81କଫ୍‍। ତୁମ୍ଭ ପରିତ୍ରାଣ ପାଇଁ ମୋ’ ପ୍ରାଣ କ୍ଷୀଣ ହୁଏ; ମାତ୍ର ମୁଁ ତୁମ୍ଭ ବାକ୍ୟରେ ଭରସା ରଖେ।
82ତୁମ୍ଭେ କେବେ ମୋତେ ସାନ୍ତ୍ୱନା କରିବ ? ଏହା କହି କହି ତୁମ୍ଭ ବାକ୍ୟ ପାଇଁ ମୋହର ଚକ୍ଷୁ କ୍ଷୀଣ ହୁଏ।
83କାରଣ ମୁଁ ଧୂମସ୍ଥିତ କୁମ୍ପା ତୁଲ୍ୟ ହୋଇଅଛି। ତଥାପି ମୁଁ ତୁମ୍ଭର ବିଧିସବୁ ପାସୋରୁ ନାହିଁ।

Read ଗୀତସଂହିତା 119ଗୀତସଂହିତା 119
Compare ଗୀତସଂହିତା 119:80-83ଗୀତସଂହିତା 119:80-83