Text copied!
CopyCompare
ଓଡିଆ ବାଇବେଲ - ଗୀତସଂହିତା - ଗୀତସଂହିତା 119

ଗୀତସଂହିତା 119:84-87

Help us?
Click on verse(s) to share them!
84ତୁମ୍ଭ ଦାସ କେତେ ଦିନ ପର୍ଯ୍ୟନ୍ତ ପର୍ଯ୍ୟନ୍ତ ଅପେକ୍ଷା କରିବ ? ତୁମ୍ଭେ କେବେ ମୋ’ ତାଡ଼ନାକାରୀମାନଙ୍କର ବିଚାର କରିବ ?
85ଅହଙ୍କାରୀମାନେ ମୋ’ ପାଇଁ ଗର୍ତ୍ତ ଖୋଳିଅଛନ୍ତି, ସେମାନେ ତୁମ୍ଭ ବ୍ୟବସ୍ଥାର ଅନୁଗାମୀ ନୁହଁନ୍ତି।
86ତୁମ୍ଭର ଆଜ୍ଞାସବୁ ବିଶ୍ୱସନୀୟ; ସେମାନେ ଅନ୍ୟାୟରେ ମୋତେ ତାଡ଼ନା କରନ୍ତି; ତୁମ୍ଭେ ମୋହର ସାହାଯ୍ୟ କର।
87ସେମାନେ ପୃଥିବୀରେ ମୋତେ ପ୍ରାୟ ବିନାଶ କରିଥିଲେ; ମାତ୍ର ମୁଁ ତୁମ୍ଭର ବିଧାନସବୁ ତ୍ୟାଗ କଲି ନାହିଁ।

Read ଗୀତସଂହିତା 119ଗୀତସଂହିତା 119
Compare ଗୀତସଂହିତା 119:84-87ଗୀତସଂହିତା 119:84-87