Text copied!
Bibles in Odia

ଗୀତସଂହିତା 119:84-87 in Odia

Help us?

ଗୀତସଂହିତା 119:84-87 in ଓଡିଆ ବାଇବେଲ

84 ତୁମ୍ଭ ଦାସ କେତେ ଦିନ ପର୍ଯ୍ୟନ୍ତ ପର୍ଯ୍ୟନ୍ତ ଅପେକ୍ଷା କରିବ ? ତୁମ୍ଭେ କେବେ ମୋ’ ତାଡ଼ନାକାରୀମାନଙ୍କର ବିଚାର କରିବ ?
85 ଅହଙ୍କାରୀମାନେ ମୋ’ ପାଇଁ ଗର୍ତ୍ତ ଖୋଳିଅଛନ୍ତି, ସେମାନେ ତୁମ୍ଭ ବ୍ୟବସ୍ଥାର ଅନୁଗାମୀ ନୁହଁନ୍ତି।
86 ତୁମ୍ଭର ଆଜ୍ଞାସବୁ ବିଶ୍ୱସନୀୟ; ସେମାନେ ଅନ୍ୟାୟରେ ମୋତେ ତାଡ଼ନା କରନ୍ତି; ତୁମ୍ଭେ ମୋହର ସାହାଯ୍ୟ କର।
87 ସେମାନେ ପୃଥିବୀରେ ମୋତେ ପ୍ରାୟ ବିନାଶ କରିଥିଲେ; ମାତ୍ର ମୁଁ ତୁମ୍ଭର ବିଧାନସବୁ ତ୍ୟାଗ କଲି ନାହିଁ।
ଗୀତସଂହିତା 119 in ଓଡିଆ ବାଇବେଲ