Text copied!
CopyCompare
ଓଡିଆ ବାଇବେଲ - ଗୀତସଂହିତା - ଗୀତସଂହିତା 119

ଗୀତସଂହିତା 119:86-90

Help us?
Click on verse(s) to share them!
86ତୁମ୍ଭର ଆଜ୍ଞାସବୁ ବିଶ୍ୱସନୀୟ; ସେମାନେ ଅନ୍ୟାୟରେ ମୋତେ ତାଡ଼ନା କରନ୍ତି; ତୁମ୍ଭେ ମୋହର ସାହାଯ୍ୟ କର।
87ସେମାନେ ପୃଥିବୀରେ ମୋତେ ପ୍ରାୟ ବିନାଶ କରିଥିଲେ; ମାତ୍ର ମୁଁ ତୁମ୍ଭର ବିଧାନସବୁ ତ୍ୟାଗ କଲି ନାହିଁ।
88ତୁମ୍ଭର ସ୍ନେହପୂର୍ଣ୍ଣ କରୁଣାନୁସାରେ ମୋ’ ଜୀବନକୁ ରକ୍ଷା କର; ତହୁଁ ମୁଁ ତୁମ୍ଭ ମୁଖର ପ୍ରମାଣ-ବାକ୍ୟ ପାଳନ କରିବି।
89ଲାମଦ୍‍। ହେ ସଦାପ୍ରଭୁ, ତୁମ୍ଭ ବାକ୍ୟ ଅନନ୍ତକାଳ ନିମନ୍ତେ ସ୍ୱର୍ଗରେ ସଂସ୍ଥାପିତ ଅଛି।
90ତୁମ୍ଭର ବିଶ୍ୱସ୍ତତା ପୁରୁଷାନୁକ୍ରମରେ ସ୍ଥାୟୀ; ତୁମ୍ଭେ ପୃଥିବୀକୁ ସଂସ୍ଥାପନ କରିଅଛ ଓ ତାହା ସୁସ୍ଥିର ଥାଏ।

Read ଗୀତସଂହିତା 119ଗୀତସଂହିତା 119
Compare ଗୀତସଂହିତା 119:86-90ଗୀତସଂହିତା 119:86-90