Text copied!
Bibles in Odia

ଗୀତସଂହିତା 119:86-90 in Odia

Help us?

ଗୀତସଂହିତା 119:86-90 in ଓଡିଆ ବାଇବେଲ

86 ତୁମ୍ଭର ଆଜ୍ଞାସବୁ ବିଶ୍ୱସନୀୟ; ସେମାନେ ଅନ୍ୟାୟରେ ମୋତେ ତାଡ଼ନା କରନ୍ତି; ତୁମ୍ଭେ ମୋହର ସାହାଯ୍ୟ କର।
87 ସେମାନେ ପୃଥିବୀରେ ମୋତେ ପ୍ରାୟ ବିନାଶ କରିଥିଲେ; ମାତ୍ର ମୁଁ ତୁମ୍ଭର ବିଧାନସବୁ ତ୍ୟାଗ କଲି ନାହିଁ।
88 ତୁମ୍ଭର ସ୍ନେହପୂର୍ଣ୍ଣ କରୁଣାନୁସାରେ ମୋ’ ଜୀବନକୁ ରକ୍ଷା କର; ତହୁଁ ମୁଁ ତୁମ୍ଭ ମୁଖର ପ୍ରମାଣ-ବାକ୍ୟ ପାଳନ କରିବି।
89 ଲାମଦ୍‍। ହେ ସଦାପ୍ରଭୁ, ତୁମ୍ଭ ବାକ୍ୟ ଅନନ୍ତକାଳ ନିମନ୍ତେ ସ୍ୱର୍ଗରେ ସଂସ୍ଥାପିତ ଅଛି।
90 ତୁମ୍ଭର ବିଶ୍ୱସ୍ତତା ପୁରୁଷାନୁକ୍ରମରେ ସ୍ଥାୟୀ; ତୁମ୍ଭେ ପୃଥିବୀକୁ ସଂସ୍ଥାପନ କରିଅଛ ଓ ତାହା ସୁସ୍ଥିର ଥାଏ।
ଗୀତସଂହିତା 119 in ଓଡିଆ ବାଇବେଲ