Text copied!
CopyCompare
ଓଡିଆ ବାଇବେଲ - ଗୀତସଂହିତା - ଗୀତସଂହିତା 119

ଗୀତସଂହିତା 119:94-95

Help us?
Click on verse(s) to share them!
94ମୋତେ ତ୍ରାଣ କର, ମୁଁ ତୁମ୍ଭର; କାରଣ ମୁଁ ତୁମ୍ଭର ବିଧାନସବୁ ଅନ୍ୱେଷଣ କରିଅଛି।
95ଦୁଷ୍ଟମାନେ ମୋତେ ବିନାଶ କରିବା ପାଇଁ ଚାହିଁ ରହିଅଛନ୍ତି; ମାତ୍ର ମୁଁ ତୁମ୍ଭର ପ୍ରମାଣ-ବାକ୍ୟ ବିବେଚନା କରିବି।

Read ଗୀତସଂହିତା 119ଗୀତସଂହିତା 119
Compare ଗୀତସଂହିତା 119:94-95ଗୀତସଂହିତା 119:94-95