Text copied!
Bibles in Odia

ଗୀତସଂହିତା 119:94-99 in Odia

Help us?

ଗୀତସଂହିତା 119:94-99 in ଓଡିଆ ବାଇବେଲ

94 ମୋତେ ତ୍ରାଣ କର, ମୁଁ ତୁମ୍ଭର; କାରଣ ମୁଁ ତୁମ୍ଭର ବିଧାନସବୁ ଅନ୍ୱେଷଣ କରିଅଛି।
95 ଦୁଷ୍ଟମାନେ ମୋତେ ବିନାଶ କରିବା ପାଇଁ ଚାହିଁ ରହିଅଛନ୍ତି; ମାତ୍ର ମୁଁ ତୁମ୍ଭର ପ୍ରମାଣ-ବାକ୍ୟ ବିବେଚନା କରିବି।
96 ମୁଁ ସବୁ ସିଦ୍ଧିର ଅନ୍ତ ଦେଖିଅଛି; ମାତ୍ର ତୁମ୍ଭର ଆଜ୍ଞା ସୀମାହୀନ।
97 ମେମ୍‍। ମୁଁ ତୁମ୍ଭର ବ୍ୟବସ୍ଥାକୁ କିପରି ପ୍ରିୟ ମଣେ। ତାହା ସାରାଦିନ ମୋହର ଧ୍ୟାନ।
98 ତୁମ୍ଭ ଆଜ୍ଞାସବୁ ମୋତେ ମୋ’ ଶତ୍ରୁଗଣଠାରୁ ଅଧିକ ଜ୍ଞାନବାନ କରେ; କାରଣ ତାହାସବୁ ନିରନ୍ତର ମୋ’ ସଙ୍ଗେ ଥାଏ।
99 ମୋହର ସମସ୍ତ ଗୁରୁ ଅପେକ୍ଷା ମୋ’ ବୁଦ୍ଧି ଅଧିକ; କାରଣ ତୁମ୍ଭର ପ୍ରମାଣ-ବାକ୍ୟସବୁ ମୋହର ଧ୍ୟାନ।
ଗୀତସଂହିତା 119 in ଓଡିଆ ବାଇବେଲ