Text copied!
CopyCompare
ଓଡିଆ ବାଇବେଲ - ଗୀତସଂହିତା - ଗୀତସଂହିତା 119

ଗୀତସଂହିତା 119:96-99

Help us?
Click on verse(s) to share them!
96ମୁଁ ସବୁ ସିଦ୍ଧିର ଅନ୍ତ ଦେଖିଅଛି; ମାତ୍ର ତୁମ୍ଭର ଆଜ୍ଞା ସୀମାହୀନ।
97ମେମ୍‍। ମୁଁ ତୁମ୍ଭର ବ୍ୟବସ୍ଥାକୁ କିପରି ପ୍ରିୟ ମଣେ। ତାହା ସାରାଦିନ ମୋହର ଧ୍ୟାନ।
98ତୁମ୍ଭ ଆଜ୍ଞାସବୁ ମୋତେ ମୋ’ ଶତ୍ରୁଗଣଠାରୁ ଅଧିକ ଜ୍ଞାନବାନ କରେ; କାରଣ ତାହାସବୁ ନିରନ୍ତର ମୋ’ ସଙ୍ଗେ ଥାଏ।
99ମୋହର ସମସ୍ତ ଗୁରୁ ଅପେକ୍ଷା ମୋ’ ବୁଦ୍ଧି ଅଧିକ; କାରଣ ତୁମ୍ଭର ପ୍ରମାଣ-ବାକ୍ୟସବୁ ମୋହର ଧ୍ୟାନ।

Read ଗୀତସଂହିତା 119ଗୀତସଂହିତା 119
Compare ଗୀତସଂହିତା 119:96-99ଗୀତସଂହିତା 119:96-99