Text copied!
CopyCompare
ଓଡିଆ ବାଇବେଲ - ଗୀତସଂହିତା - ଗୀତସଂହିତା 122

ଗୀତସଂହିତା 122:2-4

Help us?
Click on verse(s) to share them!
2ହେ ଯିରୂଶାଲମ, ତୁମ୍ଭ ଦ୍ୱାର ଭିତରେ ଆମ୍ଭମାନଙ୍କ ଚରଣ ଠିଆ ହେଉଅଛି;
3ହେ ଯିରୂଶାଲମ, ତୁମ୍ଭେ ସୁସଂଯୁକ୍ତ ଏକ ନଗର ତୁଲ୍ୟ ନିର୍ମିତ ହୋଇଅଛ;
4ଗୋଷ୍ଠୀବର୍ଗ, ଅର୍ଥାତ୍‍, ସଦାପ୍ରଭୁଙ୍କ ଗୋଷ୍ଠୀବର୍ଗ ଇସ୍ରାଏଲ ପ୍ରତି ସାକ୍ଷ୍ୟ ସ୍ୱରୂପେ ସଦାପ୍ରଭୁଙ୍କ ନାମକୁ ଧନ୍ୟବାଦ ଦେବା ନିମନ୍ତେ ସେଠାରେ ଆରୋହଣ କରନ୍ତି।

Read ଗୀତସଂହିତା 122ଗୀତସଂହିତା 122
Compare ଗୀତସଂହିତା 122:2-4ଗୀତସଂହିତା 122:2-4