Text copied!
CopyCompare
ଓଡିଆ ବାଇବେଲ - ଗୀତସଂହିତା - ଗୀତସଂହିତା 122

ଗୀତସଂହିତା 122:3-7

Help us?
Click on verse(s) to share them!
3ହେ ଯିରୂଶାଲମ, ତୁମ୍ଭେ ସୁସଂଯୁକ୍ତ ଏକ ନଗର ତୁଲ୍ୟ ନିର୍ମିତ ହୋଇଅଛ;
4ଗୋଷ୍ଠୀବର୍ଗ, ଅର୍ଥାତ୍‍, ସଦାପ୍ରଭୁଙ୍କ ଗୋଷ୍ଠୀବର୍ଗ ଇସ୍ରାଏଲ ପ୍ରତି ସାକ୍ଷ୍ୟ ସ୍ୱରୂପେ ସଦାପ୍ରଭୁଙ୍କ ନାମକୁ ଧନ୍ୟବାଦ ଦେବା ନିମନ୍ତେ ସେଠାରେ ଆରୋହଣ କରନ୍ତି।
5କାରଣ ସେଠାରେ ବିଚାରାର୍ଥକ ସିଂହାସନ, ଦାଉଦ ବଂଶର ସିଂହାସନସବୁ ସ୍ଥାପିତ ଅଛି।
6ଯିରୂଶାଲମର ଶାନ୍ତି ପାଇଁ ପ୍ରାର୍ଥନା କର; ଯେଉଁମାନେ ତୁମ୍ଭକୁ ସ୍ନେହ କରନ୍ତି, ସେମାନେ ଅଶେଷ ଉନ୍ନତି କରିବେ।
7ତୁମ୍ଭ ପ୍ରାଚୀର ମଧ୍ୟରେ ଶାନ୍ତି ବର୍ତ୍ତୁ ଓ ତୁମ୍ଭ ଅଟ୍ଟାଳିକାସମୂହର ସୌଭାଗ୍ୟ ହେଉ।

Read ଗୀତସଂହିତା 122ଗୀତସଂହିତା 122
Compare ଗୀତସଂହିତା 122:3-7ଗୀତସଂହିତା 122:3-7