Text copied!
CopyCompare
ଓଡିଆ ବାଇବେଲ - ଗୀତସଂହିତା - ଗୀତସଂହିତା 122

ଗୀତସଂହିତା 122:7-9

Help us?
Click on verse(s) to share them!
7ତୁମ୍ଭ ପ୍ରାଚୀର ମଧ୍ୟରେ ଶାନ୍ତି ବର୍ତ୍ତୁ ଓ ତୁମ୍ଭ ଅଟ୍ଟାଳିକାସମୂହର ସୌଭାଗ୍ୟ ହେଉ।
8ମୋହର ଭ୍ରାତୃଗଣ ଓ ମିତ୍ରଗଣ ସକାଶେ ମୁଁ ଏବେ କହିବି, “ତୁମ୍ଭ ମଧ୍ୟରେ ଶାନ୍ତି ବର୍ତ୍ତୁ।”
9ସଦାପ୍ରଭୁ ଆମ୍ଭମାନଙ୍କ ପରମେଶ୍ୱରଙ୍କ ଗୃହ ସକାଶେ ମୁଁ ତୁମ୍ଭର ମଙ୍ଗଳ ନିମନ୍ତେ ପ୍ରାର୍ଥନା କରିବି।

Read ଗୀତସଂହିତା 122ଗୀତସଂହିତା 122
Compare ଗୀତସଂହିତା 122:7-9ଗୀତସଂହିତା 122:7-9