Text copied!
CopyCompare
ଓଡିଆ ବାଇବେଲ - ଗୀତସଂହିତା - ଗୀତସଂହିତା 124

ଗୀତସଂହିତା 124:1-4

Help us?
Click on verse(s) to share them!
1ଆରୋହଣ-ଗୀତ; ଦାଉଦଙ୍କ ରଚିତ। “ସଦାପ୍ରଭୁ ଯଦି ଆମ୍ଭମାନଙ୍କର ସପକ୍ଷ ହୋଇ ନ ଥାଆନ୍ତେ,” ଇସ୍ରାଏଲ ଏବେ କହୁନ୍ତୁ;
2“ଲୋକମାନେ ଆମ୍ଭମାନଙ୍କ ପ୍ରତିକୂଳରେ ଉଠିଲା ବେଳେ, ସଦାପ୍ରଭୁ ଯଦି ଆମ୍ଭମାନଙ୍କର ସପକ୍ଷ ହୋଇ ନ ଥାଆନ୍ତେ;
3ତେବେ ଆମ୍ଭମାନଙ୍କ ବିରୁଦ୍ଧରେ ସେମାନଙ୍କ କୋପ ପ୍ରଜ୍ୱଳିତ ହେବା ବେଳେ ସେମାନେ ଆମ୍ଭମାନଙ୍କୁ ସଜୀବ ଗ୍ରାସ କରିଥା’ନ୍ତେ;
4ତେବେ ଜଳରାଶି ଆମ୍ଭମାନଙ୍କୁ ମଗ୍ନ କରିଥା’ନ୍ତା, ସ୍ରୋତ ଆମ୍ଭମାନଙ୍କର ପ୍ରାଣ ଉପର ଦେଇ ଯାଇଥା’ନ୍ତା

Read ଗୀତସଂହିତା 124ଗୀତସଂହିତା 124
Compare ଗୀତସଂହିତା 124:1-4ଗୀତସଂହିତା 124:1-4