Text copied!
CopyCompare
ଓଡିଆ ବାଇବେଲ - ଗୀତସଂହିତା - ଗୀତସଂହିତା 124

ଗୀତସଂହିତା 124:3-5

Help us?
Click on verse(s) to share them!
3ତେବେ ଆମ୍ଭମାନଙ୍କ ବିରୁଦ୍ଧରେ ସେମାନଙ୍କ କୋପ ପ୍ରଜ୍ୱଳିତ ହେବା ବେଳେ ସେମାନେ ଆମ୍ଭମାନଙ୍କୁ ସଜୀବ ଗ୍ରାସ କରିଥା’ନ୍ତେ;
4ତେବେ ଜଳରାଶି ଆମ୍ଭମାନଙ୍କୁ ମଗ୍ନ କରିଥା’ନ୍ତା, ସ୍ରୋତ ଆମ୍ଭମାନଙ୍କର ପ୍ରାଣ ଉପର ଦେଇ ଯାଇଥା’ନ୍ତା
5ତେବେ ଗର୍ବିତ ଜଳରାଶି ଆମ୍ଭମାନଙ୍କ ପ୍ରାଣ ଉପର ଦେଇ ଯାଇଥା’ନ୍ତା।”

Read ଗୀତସଂହିତା 124ଗୀତସଂହିତା 124
Compare ଗୀତସଂହିତା 124:3-5ଗୀତସଂହିତା 124:3-5