3ତେବେ ଆମ୍ଭମାନଙ୍କ ବିରୁଦ୍ଧରେ ସେମାନଙ୍କ କୋପ ପ୍ରଜ୍ୱଳିତ ହେବା ବେଳେ ସେମାନେ ଆମ୍ଭମାନଙ୍କୁ ସଜୀବ ଗ୍ରାସ କରିଥା’ନ୍ତେ;
4ତେବେ ଜଳରାଶି ଆମ୍ଭମାନଙ୍କୁ ମଗ୍ନ କରିଥା’ନ୍ତା, ସ୍ରୋତ ଆମ୍ଭମାନଙ୍କର ପ୍ରାଣ ଉପର ଦେଇ ଯାଇଥା’ନ୍ତା
5ତେବେ ଗର୍ବିତ ଜଳରାଶି ଆମ୍ଭମାନଙ୍କ ପ୍ରାଣ ଉପର ଦେଇ ଯାଇଥା’ନ୍ତା।”
6ସଦାପ୍ରଭୁ ଧନ୍ୟ ହେଉନ୍ତୁ, ସେ ଆମ୍ଭମାନଙ୍କୁ ଭକ୍ଷ୍ୟ ସ୍ୱରୂପ ହେବା ପାଇଁ ସେମାନଙ୍କ ଦନ୍ତକୁ ଦେଇ ନାହାନ୍ତି।