Text copied!
CopyCompare
ଓଡିଆ ବାଇବେଲ - ଗୀତସଂହିତା - ଗୀତସଂହିତା 124

ଗୀତସଂହିତା 124:6-8

Help us?
Click on verse(s) to share them!
6ସଦାପ୍ରଭୁ ଧନ୍ୟ ହେଉନ୍ତୁ, ସେ ଆମ୍ଭମାନଙ୍କୁ ଭକ୍ଷ୍ୟ ସ୍ୱରୂପ ହେବା ପାଇଁ ସେମାନଙ୍କ ଦନ୍ତକୁ ଦେଇ ନାହାନ୍ତି।
7ବ୍ୟାଧର ଫାନ୍ଦରୁ ପକ୍ଷୀ ପରି ଆମ୍ଭମାନଙ୍କ ପ୍ରାଣ ରକ୍ଷା ପାଇଅଛି; ଫାନ୍ଦ ଛିଣ୍ଡିଗଲା, ଆମ୍ଭେମାନେ ରକ୍ଷା ପାଇଲୁ।
8ଆକାଶ ଓ ପୃଥିବୀର ନିର୍ମାଣକର୍ତ୍ତା ସଦାପ୍ରଭୁଙ୍କ ନାମରେ ଆମ୍ଭମାନଙ୍କର ସାହାଯ୍ୟ ଥାଏ।

Read ଗୀତସଂହିତା 124ଗୀତସଂହିତା 124
Compare ଗୀତସଂହିତା 124:6-8ଗୀତସଂହିତା 124:6-8