Text copied!
CopyCompare
ଓଡିଆ ବାଇବେଲ - ଗୀତସଂହିତା - ଗୀତସଂହିତା 124

ଗୀତସଂହିତା 124:7-8

Help us?
Click on verse(s) to share them!
7ବ୍ୟାଧର ଫାନ୍ଦରୁ ପକ୍ଷୀ ପରି ଆମ୍ଭମାନଙ୍କ ପ୍ରାଣ ରକ୍ଷା ପାଇଅଛି; ଫାନ୍ଦ ଛିଣ୍ଡିଗଲା, ଆମ୍ଭେମାନେ ରକ୍ଷା ପାଇଲୁ।
8ଆକାଶ ଓ ପୃଥିବୀର ନିର୍ମାଣକର୍ତ୍ତା ସଦାପ୍ରଭୁଙ୍କ ନାମରେ ଆମ୍ଭମାନଙ୍କର ସାହାଯ୍ୟ ଥାଏ।

Read ଗୀତସଂହିତା 124ଗୀତସଂହିତା 124
Compare ଗୀତସଂହିତା 124:7-8ଗୀତସଂହିତା 124:7-8