Text copied!
Bibles in Odia

ଗୀତସଂହିତା 125:2-3 in Odia

Help us?

ଗୀତସଂହିତା 125:2-3 in ଓଡିଆ ବାଇବେଲ

2 ଯେପରି ଯିରୂଶାଲମର ଚତୁର୍ଦ୍ଦିଗରେ ପର୍ବତମାନ ଥାଏ, ସେପରି ଆଜିଠାରୁ ସଦାକାଳ ସଦାପ୍ରଭୁ ଆପଣା ଲୋକମାନଙ୍କର ଚତୁର୍ଦ୍ଦିଗରେ ଥାଆନ୍ତି।
3 କାରଣ ଧାର୍ମିକମାନେ ଯେପରି ଅଧର୍ମ ପ୍ରତି ହସ୍ତ ନ ବଢ଼ାଇବେ, ଏଥିପାଇଁ ଧାର୍ମିକମାନଙ୍କ ଅଧିକାରରେ ଦୁଷ୍ଟତାର ରାଜଦଣ୍ଡ ଅବସ୍ଥାନ କରିବ ନାହିଁ।
ଗୀତସଂହିତା 125 in ଓଡିଆ ବାଇବେଲ