Text copied!
CopyCompare
ଓଡିଆ ବାଇବେଲ - ଗୀତସଂହିତା - ଗୀତସଂହିତା 125

ଗୀତସଂହିତା 125:4-5

Help us?
Click on verse(s) to share them!
4ହେ ସଦାପ୍ରଭୁ, ଯେଉଁମାନେ ମଙ୍ଗଳ-ସ୍ୱଭାବବିଶିଷ୍ଟ ଓ ଅନ୍ତଃକରଣରେ ସରଳ, ସେମାନଙ୍କର ମଙ୍ଗଳ କର।
5ମାତ୍ର ଯେଉଁମାନେ ଆପଣା ଆପଣା ବକ୍ରପଥରେ ବିପଥଗାମୀ ହୁଅନ୍ତି, ସେମାନଙ୍କୁ ସଦାପ୍ରଭୁ ଅଧର୍ମାଚାରୀମାନଙ୍କ ସଙ୍ଗେ କଢ଼ାଇ ନେବେ। ଇସ୍ରାଏଲ ଉପରେ ଶାନ୍ତି ବର୍ତ୍ତୁ।

Read ଗୀତସଂହିତା 125ଗୀତସଂହିତା 125
Compare ଗୀତସଂହିତା 125:4-5ଗୀତସଂହିତା 125:4-5