Text copied!
Bibles in Odia

ଗୀତସଂହିତା 125:4-5 in Odia

Help us?

ଗୀତସଂହିତା 125:4-5 in ଓଡିଆ ବାଇବେଲ

4 ହେ ସଦାପ୍ରଭୁ, ଯେଉଁମାନେ ମଙ୍ଗଳ-ସ୍ୱଭାବବିଶିଷ୍ଟ ଓ ଅନ୍ତଃକରଣରେ ସରଳ, ସେମାନଙ୍କର ମଙ୍ଗଳ କର।
5 ମାତ୍ର ଯେଉଁମାନେ ଆପଣା ଆପଣା ବକ୍ରପଥରେ ବିପଥଗାମୀ ହୁଅନ୍ତି, ସେମାନଙ୍କୁ ସଦାପ୍ରଭୁ ଅଧର୍ମାଚାରୀମାନଙ୍କ ସଙ୍ଗେ କଢ଼ାଇ ନେବେ। ଇସ୍ରାଏଲ ଉପରେ ଶାନ୍ତି ବର୍ତ୍ତୁ।
ଗୀତସଂହିତା 125 in ଓଡିଆ ବାଇବେଲ