Text copied!
CopyCompare
ଓଡିଆ ବାଇବେଲ - ଗୀତସଂହିତା - ଗୀତସଂହିତା 126

ଗୀତସଂହିତା 126:1-4

Help us?
Click on verse(s) to share them!
1ଆରୋହଣ-ଗୀତ। ସଦାପ୍ରଭୁ ସିୟୋନର ଦାସତ୍ୱାବସ୍ଥା ପରିବର୍ତ୍ତନ କରିବା ବେଳେ ଆମ୍ଭେମାନେ ସ୍ୱପ୍ନଦର୍ଶକମାନଙ୍କ ପରି ଥିଲୁ।
2ସେତେବେଳେ ଆମ୍ଭମାନଙ୍କ ମୁଖ ହାସ୍ୟରେ ଓ ଜିହ୍ୱା ଗାୟନରେ ପରିପୂର୍ଣ୍ଣ ହେଲା; ସେତେବେଳେ ଗୋଷ୍ଠୀବର୍ଗ ମଧ୍ୟରେ ଲୋକମାନେ କହିଲେ, “ସଦାପ୍ରଭୁ ଏମାନଙ୍କ ପାଇଁ ମହତ କର୍ମ କରିଅଛନ୍ତି।”
3ସଦାପ୍ରଭୁ ଆମ୍ଭମାନଙ୍କ ପାଇଁ ମହତ କର୍ମ କରିଅଛନ୍ତି; ତହିଁ ସକାଶୁ ଆମ୍ଭେମାନେ ଆନନ୍ଦିତ ଅଛୁ।
4ହେ ସଦାପ୍ରଭୁ, ଦକ୍ଷିଣ ଦିଗର ସ୍ରୋତ ପରି ଆମ୍ଭମାନଙ୍କ ଦାସତ୍ୱାବସ୍ଥା ପରିବର୍ତ୍ତନ କର।

Read ଗୀତସଂହିତା 126ଗୀତସଂହିତା 126
Compare ଗୀତସଂହିତା 126:1-4ଗୀତସଂହିତା 126:1-4