Text copied!
CopyCompare
ଓଡିଆ ବାଇବେଲ - ଗୀତସଂହିତା - ଗୀତସଂହିତା 126

ଗୀତସଂହିତା 126:3-5

Help us?
Click on verse(s) to share them!
3ସଦାପ୍ରଭୁ ଆମ୍ଭମାନଙ୍କ ପାଇଁ ମହତ କର୍ମ କରିଅଛନ୍ତି; ତହିଁ ସକାଶୁ ଆମ୍ଭେମାନେ ଆନନ୍ଦିତ ଅଛୁ।
4ହେ ସଦାପ୍ରଭୁ, ଦକ୍ଷିଣ ଦିଗର ସ୍ରୋତ ପରି ଆମ୍ଭମାନଙ୍କ ଦାସତ୍ୱାବସ୍ଥା ପରିବର୍ତ୍ତନ କର।
5ଯେଉଁମାନେ କାନ୍ଦି କାନ୍ଦି ବିହନ ବୁଣନ୍ତି, ସେମାନେ ଆନନ୍ଦ କରୁ କରୁ ଶସ୍ୟ କାଟିବେ।

Read ଗୀତସଂହିତା 126ଗୀତସଂହିତା 126
Compare ଗୀତସଂହିତା 126:3-5ଗୀତସଂହିତା 126:3-5