Text copied!
CopyCompare
ଓଡିଆ ବାଇବେଲ - ଗୀତସଂହିତା - ଗୀତସଂହିତା 127

ଗୀତସଂହିତା 127:2-5

Help us?
Click on verse(s) to share them!
2ତୁମ୍ଭେମାନେ ଯେ ପ୍ରଭାତରେ ଉଠ ଓ ଏତେ ବିଳମ୍ବରେ ବିଶ୍ରାମ କର, ଆଉ ଶାନ୍ତିର ଖାଦ୍ୟ ଭୋଜନ କର, ଏହା ତୁମ୍ଭମାନଙ୍କ ପକ୍ଷରେ ବୃଥା। କାରଣ ସେହି ପ୍ରକାରେ ସଦାପ୍ରଭୁ ଆପଣା ପ୍ରିୟତମକୁ ନିଦ୍ରା ଦିଅନ୍ତି।
3ଦେଖ, ସନ୍ତାନଗଣ ସଦାପ୍ରଭୁଙ୍କର ଦତ୍ତ ଅଧିକାର ଓ ଗର୍ଭଜାତ ଫଳ ତାହାଙ୍କ ଦତ୍ତ ପୁରସ୍କାର।
4ଯୌବନର ସନ୍ତାନଗଣ ବୀର ପୁରୁଷର ହସ୍ତସ୍ଥିତ ତୀର ସଦୃଶ।
5ଯାହାର ତୂଣ ତାଦୃଶ ତୀରରେ ପୂର୍ଣ୍ଣ, ସେ ଜନ ସୁଖୀ; ସେମାନେ ନଗର-ଦ୍ୱାରରେ ଶତ୍ରୁଗଣ ସଙ୍ଗେ କଥା କହିବା ବେଳେ ଲଜ୍ଜିତ ହେବେ ନାହିଁ।

Read ଗୀତସଂହିତା 127ଗୀତସଂହିତା 127
Compare ଗୀତସଂହିତା 127:2-5ଗୀତସଂହିତା 127:2-5