Text copied!
Bibles in Odia

ଗୀତସଂହିତା 127:2-5 in Odia

Help us?

ଗୀତସଂହିତା 127:2-5 in ଓଡିଆ ବାଇବେଲ

2 ତୁମ୍ଭେମାନେ ଯେ ପ୍ରଭାତରେ ଉଠ ଓ ଏତେ ବିଳମ୍ବରେ ବିଶ୍ରାମ କର, ଆଉ ଶାନ୍ତିର ଖାଦ୍ୟ ଭୋଜନ କର, ଏହା ତୁମ୍ଭମାନଙ୍କ ପକ୍ଷରେ ବୃଥା। କାରଣ ସେହି ପ୍ରକାରେ ସଦାପ୍ରଭୁ ଆପଣା ପ୍ରିୟତମକୁ ନିଦ୍ରା ଦିଅନ୍ତି।
3 ଦେଖ, ସନ୍ତାନଗଣ ସଦାପ୍ରଭୁଙ୍କର ଦତ୍ତ ଅଧିକାର ଓ ଗର୍ଭଜାତ ଫଳ ତାହାଙ୍କ ଦତ୍ତ ପୁରସ୍କାର।
4 ଯୌବନର ସନ୍ତାନଗଣ ବୀର ପୁରୁଷର ହସ୍ତସ୍ଥିତ ତୀର ସଦୃଶ।
5 ଯାହାର ତୂଣ ତାଦୃଶ ତୀରରେ ପୂର୍ଣ୍ଣ, ସେ ଜନ ସୁଖୀ; ସେମାନେ ନଗର-ଦ୍ୱାରରେ ଶତ୍ରୁଗଣ ସଙ୍ଗେ କଥା କହିବା ବେଳେ ଲଜ୍ଜିତ ହେବେ ନାହିଁ।
ଗୀତସଂହିତା 127 in ଓଡିଆ ବାଇବେଲ