Text copied!
Bibles in Odia

ଗୀତସଂହିତା 127:3-5 in Odia

Help us?

ଗୀତସଂହିତା 127:3-5 in ଓଡିଆ ବାଇବେଲ

3 ଦେଖ, ସନ୍ତାନଗଣ ସଦାପ୍ରଭୁଙ୍କର ଦତ୍ତ ଅଧିକାର ଓ ଗର୍ଭଜାତ ଫଳ ତାହାଙ୍କ ଦତ୍ତ ପୁରସ୍କାର।
4 ଯୌବନର ସନ୍ତାନଗଣ ବୀର ପୁରୁଷର ହସ୍ତସ୍ଥିତ ତୀର ସଦୃଶ।
5 ଯାହାର ତୂଣ ତାଦୃଶ ତୀରରେ ପୂର୍ଣ୍ଣ, ସେ ଜନ ସୁଖୀ; ସେମାନେ ନଗର-ଦ୍ୱାରରେ ଶତ୍ରୁଗଣ ସଙ୍ଗେ କଥା କହିବା ବେଳେ ଲଜ୍ଜିତ ହେବେ ନାହିଁ।
ଗୀତସଂହିତା 127 in ଓଡିଆ ବାଇବେଲ