Text copied!
CopyCompare
ଓଡିଆ ବାଇବେଲ - ଗୀତସଂହିତା - ଗୀତସଂହିତା 129

ଗୀତସଂହିତା 129:1-2

Help us?
Click on verse(s) to share them!
1ଇସ୍ରାଏଲର ଶତ୍ରୁମାନଙ୍କ ବିରୁଦ୍ଧରେ ପ୍ରାର୍ଥନା ଆରୋହଣ-ଗୀତ। “ମୋ’ ଯୌବନଠାରୁ ମୋ’ର ଶତ୍ରୁମାନେ ଅନେକ ଥର ମୋତେ କ୍ଳେଶ ଦେଇଅଛନ୍ତି,” ଇସ୍ରାଏଲ ଏବେ କୁହନ୍ତୁ;
2“ମୋ’ ଯୌବନଠାରୁ ସେମାନେ ଅନେକ ଥର ମୋତେ କ୍ଳେଶ ଦେଇଅଛନ୍ତି; ତଥାପି ସେମାନେ ମୋ’ ଉପରେ ଜୟୀ ହୋଇ ନାହାନ୍ତି।

Read ଗୀତସଂହିତା 129ଗୀତସଂହିତା 129
Compare ଗୀତସଂହିତା 129:1-2ଗୀତସଂହିତା 129:1-2