Text copied!
Bibles in Odia

ଗୀତସଂହିତା 129:1-2 in Odia

Help us?

ଗୀତସଂହିତା 129:1-2 in ଓଡିଆ ବାଇବେଲ

1 ଇସ୍ରାଏଲର ଶତ୍ରୁମାନଙ୍କ ବିରୁଦ୍ଧରେ ପ୍ରାର୍ଥନା ଆରୋହଣ-ଗୀତ। “ମୋ’ ଯୌବନଠାରୁ ମୋ’ର ଶତ୍ରୁମାନେ ଅନେକ ଥର ମୋତେ କ୍ଳେଶ ଦେଇଅଛନ୍ତି,” ଇସ୍ରାଏଲ ଏବେ କୁହନ୍ତୁ;
2 “ମୋ’ ଯୌବନଠାରୁ ସେମାନେ ଅନେକ ଥର ମୋତେ କ୍ଳେଶ ଦେଇଅଛନ୍ତି; ତଥାପି ସେମାନେ ମୋ’ ଉପରେ ଜୟୀ ହୋଇ ନାହାନ୍ତି।
ଗୀତସଂହିତା 129 in ଓଡିଆ ବାଇବେଲ