Text copied!
CopyCompare
ଓଡିଆ ବାଇବେଲ - ଗୀତସଂହିତା - ଗୀତସଂହିତା 129

ଗୀତସଂହିତା 129:3-5

Help us?
Click on verse(s) to share them!
3କୃଷକମାନେ ମୋ’ ପୃଷ୍ଠଦେଶରେ ହଳ ବୁଲାଇଲେ; ସେମାନେ ଲମ୍ବ ଲମ୍ବ ଶିଆର କଲେ।
4ସଦାପ୍ରଭୁ ଧର୍ମମୟ; ସେ ଦୁଷ୍ଟମାନଙ୍କ ଦାସତ୍ଵରୁ ମୋତେ ମୁକ୍ତ କରିଅଛନ୍ତି।”
5ସିୟୋନକୁ ଘୃଣା କରିବା ଲୋକସମସ୍ତେ ଲଜ୍ଜିତ ହୋଇ ହଟି ଯାଉନ୍ତୁ।

Read ଗୀତସଂହିତା 129ଗୀତସଂହିତା 129
Compare ଗୀତସଂହିତା 129:3-5ଗୀତସଂହିତା 129:3-5