Text copied!
CopyCompare
ଓଡିଆ ବାଇବେଲ - ଗୀତସଂହିତା - ଗୀତସଂହିତା 129

ଗୀତସଂହିତା 129:4-7

Help us?
Click on verse(s) to share them!
4ସଦାପ୍ରଭୁ ଧର୍ମମୟ; ସେ ଦୁଷ୍ଟମାନଙ୍କ ଦାସତ୍ଵରୁ ମୋତେ ମୁକ୍ତ କରିଅଛନ୍ତି।”
5ସିୟୋନକୁ ଘୃଣା କରିବା ଲୋକସମସ୍ତେ ଲଜ୍ଜିତ ହୋଇ ହଟି ଯାଉନ୍ତୁ।
6ସେମାନେ ଗୃହର ଛାତ ଉପରିସ୍ଥ ସେହି ତୃଣ ତୁଲ୍ୟ ହେଉନ୍ତୁ, ଯାହା ବଢ଼ିବା ପୂର୍ବେ ଶୁଷ୍କ ହୁଏ;
7ଯଦ୍ଦ୍ୱାରା କଟାଳୀ ଆପଣା ହସ୍ତ, ଅବା ବିଡ଼ାବନ୍ଧନକାରୀ ଆପଣା ଅଣ୍ଟି ପୂର୍ଣ୍ଣ କରେ ନାହିଁ।

Read ଗୀତସଂହିତା 129ଗୀତସଂହିତା 129
Compare ଗୀତସଂହିତା 129:4-7ଗୀତସଂହିତା 129:4-7