Text copied!
CopyCompare
ଓଡିଆ ବାଇବେଲ - ଗୀତସଂହିତା - ଗୀତସଂହିତା 12

ଗୀତସଂହିତା 12:3-4

Help us?
Click on verse(s) to share them!
3ସଦାପ୍ରଭୁ ଚାଟୁବାଦୀ ଓଷ୍ଠାଧରସବୁ ଓ ଦର୍ପବାଦୀ ଜିହ୍ୱା ଉଚ୍ଛିନ୍ନ କରିବେ;
4ସେମାନେ କହନ୍ତି, ଆମ୍ଭେମାନେ ଜିହ୍ୱା ଦ୍ୱାରା ପ୍ରବଳ ହେବା; ଆମ୍ଭମାନଙ୍କ ଓଷ୍ଠାଧର ଆମ୍ଭମାନଙ୍କ ନିଜର; ଆମ୍ଭମାନଙ୍କ ଉପରେ କର୍ତ୍ତା କିଏ ?

Read ଗୀତସଂହିତା 12ଗୀତସଂହିତା 12
Compare ଗୀତସଂହିତା 12:3-4ଗୀତସଂହିତା 12:3-4