Text copied!
Bibles in Odia

ଗୀତସଂହିତା 130:1-5 in Odia

Help us?

ଗୀତସଂହିତା 130:1-5 in ଓଡିଆ ବାଇବେଲ

1 ଆରୋହଣ-ଗୀତ। ହେ ସଦାପ୍ରଭୁ, ମୁଁ ଗଭୀର ଜଳରେ ଥାଇ ତୁମ୍ଭ ନିକଟରେ ଡାକ ପକାଇଅଛି।
2 ହେ ପ୍ରଭୁ, ମୋ’ ରବ ଶୁଣ; ତୁମ୍ଭ କର୍ଣ୍ଣ ମୋ’ ବିନତି-ରବରେ ମନୋଯୋଗ କରୁ।
3 ହେ ସଦାପ୍ରଭୁ, ତୁମ୍ଭେ ଯଦି ଅପରାଧସବୁ ଧରିବ, ତେବେ ହେ ପ୍ରଭୁ, କିଏ ଠିଆ ହେବ ?
4 ମାତ୍ର ତୁମ୍ଭଙ୍କୁ ଯେପରି ଭୟ କରାଯାଏ, ଏଥିପାଇଁ ତୁମ୍ଭଠାରେ କ୍ଷମା ଅଛି।
5 ମୁଁ ସଦାପ୍ରଭୁଙ୍କର ଅପେକ୍ଷା କରୁଅଛି, ମୋ’ ପ୍ରାଣ ଅପେକ୍ଷା କରୁଅଛି, ପୁଣି, ମୁଁ ତାହାଙ୍କ ବାକ୍ୟରେ ଭରସା ରଖୁଅଛି।
ଗୀତସଂହିତା 130 in ଓଡିଆ ବାଇବେଲ