Text copied!
CopyCompare
ଓଡିଆ ବାଇବେଲ - ଗୀତସଂହିତା - ଗୀତସଂହିତା 130

ଗୀତସଂହିତା 130:2-4

Help us?
Click on verse(s) to share them!
2ହେ ପ୍ରଭୁ, ମୋ’ ରବ ଶୁଣ; ତୁମ୍ଭ କର୍ଣ୍ଣ ମୋ’ ବିନତି-ରବରେ ମନୋଯୋଗ କରୁ।
3ହେ ସଦାପ୍ରଭୁ, ତୁମ୍ଭେ ଯଦି ଅପରାଧସବୁ ଧରିବ, ତେବେ ହେ ପ୍ରଭୁ, କିଏ ଠିଆ ହେବ ?
4ମାତ୍ର ତୁମ୍ଭଙ୍କୁ ଯେପରି ଭୟ କରାଯାଏ, ଏଥିପାଇଁ ତୁମ୍ଭଠାରେ କ୍ଷମା ଅଛି।

Read ଗୀତସଂହିତା 130ଗୀତସଂହିତା 130
Compare ଗୀତସଂହିତା 130:2-4ଗୀତସଂହିତା 130:2-4